ରାଜ୍ୟରେ ନାହିଁ ଲଘୁଚାପର ପ୍ରଭାବ, ଆସନ୍ତା ୩ ଦିନ ରହିବ ଶୁଖିଲା ପାଗ
ଭୁବନେଶ୍ୱର: ରାଜ୍ୟରେ ଆଉ ନାହିଁ ଲଘୁଚାପର ପ୍ରଭାବ। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଫଳରେ ଆସନ୍ତା ୩ ଦିନ ଯାଏ ରାଜ୍ୟରେ ରହିବ ଶୁଖିଲା ପାଗ।
ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ…