ଲୁଗା ସଫା କରିବାକୁ ଘରେ ନାହିଁ କି ଡିଟରଜେଣ୍ଟ ପାଉଡର? ତେବେ କରନ୍ତୁ ଏହି ଉପାୟ, ଚକ୍ ଚକ୍ ଦିଶିବ ପୋଷାକ
ଭୁବନେଶ୍ଵର: କୌଣସି ପୋଷାକ ପିନ୍ଧିସାରିବା ପରେ ତାହାକୁ ଧୋଇବା ଏକ ନିୟମିତ ପ୍ରକ୍ରିୟା । ଏଥିପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରାଯାଇଥାଏ । ଅନେକ ଲୋକ ପୋଷାକ ହାତରେ ସଫା କରୁଥିବା ବେଳେ କେହିକେହି ୱାଶିଂ ମେସିନ ବ୍ୟବହାର କରନ୍ତି । କିନ୍ତୁ ପୋଷାକ ସଫା କରିବା ପାଇଁ ସର୍ଫ ପାଉଡର୍…