କଲମ୍ବିଆରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୬.୩ ରେକର୍ଡ
ଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପରେ ଥରିଲା କଲମ୍ବିଆ ମାଟି । କଲମ୍ବିଆ ରାଜଧାନୀ ବଗୋଟାରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି । ଗତକାଲି ରାତି ୧୨ ଟା ସମୟରେ ଭୂମିକମ୍ପ ହୋଇଥିଲା । ଫଳରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ…