ନ୍ୟୁୟର୍କରେ ବ୍ୟାନ୍ ହେଲା ଭିଡିଓ ଆପ୍ ଟିକ୍ ଟକ୍, ସୁରକ୍ଷା ଦୃଷ୍ଟିରୁ ନିଆଗଲା ନିଷ୍ପତ୍ତି
ନ୍ୟୁୟର୍କ: ପୁଣି ବ୍ୟାନ ହେଲା ଚାଇନା ଆପ୍ ଟିକ୍ ଟକ୍ । ନ୍ୟୁୟର୍କରେ ବ୍ୟାନ ହୋଇଛି ଟିକ୍ଟକ୍ । ସଟ ଭିଡିଓ ଆପ ଟିକଟକକୁ ବ୍ୟାନ କରିଛନ୍ତ ନ୍ୟୁୟର୍କ ସିଟି କର୍ତ୍ତୃପକ୍ଷ । ସୁରକ୍ଷା କାରଣରୁ ଟିକ୍ଟକ୍ ବ୍ୟାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାରୀ ।
ପୂର୍ବରୁ ଆମେରିକାର ଏକାଧିକ ଷ୍ଟେଟ…