ସିଡିଏ ଜମି ଜାଲିଆତି ମାମଲା; ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା କହିଲେ ବିଭାଗୀୟ ମନ୍ତ୍ରୀ
କଟକ: କଟକ ସିଡିଏ ସେକ୍ଟର-୬ରେ ୧୦୦ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି କେଳେଙ୍କାରୀରେ ଜାଲିଆତି ମାମଲା । ଏନେଇ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି, ଘଟଣାର ତଦନ୍ତ ନେଇ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ତଦନ୍ତ…