ଆଜି ଦିଲ୍ଲୀରେ ବସିବ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ
ଦିଲ୍ଲୀ: ଆଜି ସନ୍ଧ୍ୟାରେ ଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ରାଜନାଥ ସିଂ , ଅମିତ ଶାହ , ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ୧୫ ଜଣ ସଦସ୍ୟ ସାମିଲ ହେବେ । ଚଳିତବର୍ଷ ଶେଷ…