‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ; ମୋଦୀଙ୍କ ଅପିଲ ପରେ ବିଜେପି ନେତା ବଦଳାଇଲେ ‘ଏକ୍ସ’ ଡିପି
ନୂଆଦିଲ୍ଲୀ: ଆଉ ଦିନକ ପରେ ଦେଶ ପାଳିବ ୭୭ତମ ସ୍ୱାଧୀନତା ଦିବସ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଐତିହାସିକ ଲାଲକିଲ୍ଲା ପ୍ରାଚୀରରୁ କରିବେ ପତାକା ଉତ୍ତୋଳନ। ତେବେ ପ୍ରଧାନମନ୍ତ୍ରୀ ନିଜ ସୋସିଆଲ ମିଡିଆ ଆକାଉଣ୍ଟର ଡିପି ବଦଳାଇ ତ୍ରିରଙ୍ଗା…