ସ୍ୱାଧୀନ ଭାରତର ଇତିହାସ : ଆସନ୍ତୁ ପୁଣି ଥରେ ମନେପକାଇବା ବିତି ଯାଇଥିବା ସେହି ଦିନ
ଭୁବନେଶ୍ଵର: ସ୍ୱାଧୀନତା ଦିବସ ବା ଅଗଷ୍ଟ ୧୫। ଭାରତବାସୀ ପାଳନ କରୁଛନ୍ତି ଅମୃତ ମହୋତ୍ସବ। ଏଥିପାଇଁ ସାରା ଦେଶ ସଜେଇ ହୋଇଛି । ଏହି ଦିନରେ ହିଁ ଭାରତବାସୀ ମୁକ୍ତ ହୋଇଥିଲେ ଇଂରେଜ ସରକାରଙ୍କ କବଳରୁ। ସେଥିପାଇଁ ତ ଖୁସିରେ ପାଳନ କରାଯାଏ ଏହି ଦିନଟିକୁ। ଏହି ଦିନଟିକୁ ଆମେ ସିନା ଖୁସିରେ ପାଳନ…