ମଶା ଘଉଡାଇବାକୁ ବିଏମସିର ଡ୍ରୋନ ଉଡାଣ ନିଷ୍ପତ୍ତି, ବିଜେପି କହିଲା ରାଫେଲ ଉଡ଼ାଇବା ଭଲ ହେବ
ଭୁବନେଶ୍ୱର: ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଡେଙ୍ଗୁ ବ୍ୟାପିବା ଘଟଣାରେ ବିଜେପି ନେତ୍ରୀ ସୁନୀତି ମୁଣ୍ଡ୍ ବିଏମ୍ସି ମେୟରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି । ବିଏମ୍ସିର ନିର୍ବାଚିତ ମେୟର ଜନସାଧାରଣଙ୍କୁ ମୌଳିକ ସେବା ଯୋଗାଇଦେବା ନିମନ୍ତେ ନିଜର ମୌଳିକ କର୍ତ୍ତବ୍ୟ ଓ ଦାୟିତ୍ୱ ନକରି…