ରାସ୍ତା ସମ୍ପ୍ରସାରଣ ବେଳେ ଭାଙ୍ଗିଦେଲେ ବସା: ନନ୍ଦନକାନନ ଆସିଲେ ୭୫ ଧଳା ବଗ
ଭୁବନେଶ୍ୱର: ରାସ୍ତା ସମ୍ପ୍ରସାରଣ ବେଳେ ଭାଙ୍ଗି ଦେଲେ ଶତାଧିକ ବଗ ବସା। ଫଳରେ ବଗ ଶାବକ ଉଡ଼ି ନପାଡି ତଳେ ପଡ଼ିଗଲେ। ଉଦ୍ଧାର କଲେ ନନ୍ଦନକାନନର ପୂର୍ବତନ ଉପନିର୍ଦ୍ଦେଶକ। ବଡ଼ଗଡ଼ ନିକଟରେ ଏକ ବରଗଛରେ ଶଧାଧିକ ଧଳା ବଗ ବସା କରିଥିଲେ। ଏଠାରେ ରାସ୍ତା ସମ୍ପ୍ରାସରଣ ଲାଗି ଗଛଟିକୁ କାଟି…