ଜଳୁଛି ଗ୍ରୀସ ଦ୍ବୀପାଞ୍ଚଳ: ହାୱାଇନ ଆଇଲ୍ୟାଣ୍ଡରେ ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି
ନୂଆଦିଲ୍ଲୀ: ଜଳୁଛି ଗ୍ରୀସ ଦ୍ବୀପାଞ୍ଚଳ। ଜଙ୍ଗଲରେ ଅଗ୍ନିକାଣ୍ଡର ମାତ୍ରା ପ୍ରଖର ହୋଇଥିବାରୁ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ନିଆଁ ବ୍ୟାପିବା କାରଣରୁ ବିପଜ୍ଜନକ ପରିସ୍ଥିତି ସୃଷ୍ଟି ହୋଇଛି । ଆଖପାଖ ସମସ୍ତ ଅଞ୍ଚଳ ମଧ୍ୟ ନିଆଁର କବଳିତ ହୋଇପଡିଛି । ଯାହାକୁ ନେଇ ଗ୍ରୀସ ଏବଂ ରୋଡ…