ରାଗିଂ ନେଲା କି ଜୀବନ ! ହାଇଦ୍ରାବାଦରେ ଜୀବନ ହାରିଲେ ଓଡ଼ିଆ ଛାତ୍ରୀ
ସୋନପୁର: ହାଇଦ୍ରାବାଦ ଆଇ.ଆଇ.ଟିରେ ଓଡିଆ ଛାତ୍ରୀଙ୍କ ମୃତ୍ୟୁ । ଏକ ବନ୍ଦ କୋଠରୀରୁ ଉଦ୍ଧାର ହୋଇଛି ଛାତ୍ରୀଙ୍କର ମୃତେଦହ । ମୃତ ଛାତ୍ରୀ ଜଣକ ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ବ୍ଲକ ଡୁମୁରି ଗାଁର ଦୁଃଖିଶ୍ୟାମ ନାଏକଙ୍କ ଝିଅ ମମିତା ବୋଲି ଜଣାପଡିଛି ।
ହଷ୍ଟେଲର ଏକ ବନ୍ଦ…