ବଦଳିଲା ପୁରୀ-ତାଳଚେର ପାସେଞ୍ଜର ଟ୍ରେନ ମେମୁ ରେକ୍, ୧୭୬୪ ଯାତ୍ରୀ କରିପାରିବେ ଯାତ୍ରା
ଜଟଣୀ: ବଦଳିଲା ପୁରୀ-ତାଳଚେର ପାସେଞ୍ଜର ଟ୍ରେନ ମେମୁ ରେକ୍। ପୂର୍ବରୁ ବ୍ୟବସ୍ଥା ଥିବା ଆଇସିଏଫ୍ ରେକ୍କୁ ମେମୁ ରେକ୍ରେ ପରିବର୍ତ୍ତନ କରାଯାଇଛି। ଯାତ୍ରୀଙ୍କ ସୁଗମ ଯାତ୍ରା ପାଇଁ ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।
ଏହାଦ୍ୱାରା ବସିବା ଓ ଛିଡ଼ା ହୋଇ…