ଆଜି ଲୋକସଭାରେ ଆସିବ ଅନାସ୍ଥା ପ୍ରସ୍ତାବ : ବିବୃତି ରଖିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ହେବ ଆଲୋଚନା । ମୋଦି ସରକାର ବିରୋଧରେ ଗତ ୯ ବର୍ଷରେ ଏହା ହେଉଛି ଦ୍ଵିତୀୟ ଅନାସ୍ଥା ପ୍ରସ୍ତାବ । ବିରୋଧୀ ଦଳଙ୍କ ‘ଇଣ୍ଡିଆ’ ମେଣ୍ଟ ଆଣିଥିବା ଅନାସ୍ଥା ପ୍ରସ୍ତାବକୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଗ୍ରହଣ କରିଛନ୍ତି । ଚର୍ଚ୍ଚା ପାଇଁ…