କ୍ରିକେଟ ନିଶା..ଅକ୍ସିଜେନ ସିଲିଣ୍ଡର ପିଠିରେ ବାନ୍ଧି ଖେଳିଲେ
ନୂଆଦିଲ୍ଲୀ: କ୍ରିକେଟ ପ୍ରତି ଯାହାର ଭଲ ପାଇବା ଅଛି ସେ ସବୁ କିଛି ବାଧା ଅତିକ୍ରମ କରିଯିବ । ଜଣେ ୮୩ ବର୍ଷୀୟ କ୍ରିକେଟରଙ୍କ ପାଖରେ ଏହି ନିଶା ଦେଖିବାକୁ ମିଳିଛି । ଏକ ପ୍ରଦର୍ଶନୀ ମ୍ୟାଚରେ ସ୍କଟଲାଣ୍ଡର ଆଲେକ୍ସ ଷ୍ଟିଲେ ଗ୍ୟାସ ସିଲିଣ୍ଡର ପିଠିରେ ବାନ୍ଧି ପଡିଆକୁ ଓହ୍ଲାଇଥିଲେ । ୱିକେଟ…