ଅଷ୍ଟ୍ରେଲିଆନ ଓପନ ବ୍ୟାଡମିଂଟନ: ଫାଇନାଲରେ ପ୍ରଣୟ
ନୂଆଦିଲ୍ଲୀ: ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଏଚଏସ ପ୍ରଣୟ ଅଷ୍ଟ୍ରେଲିଆନ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି । ଶନିବାର ସଂଘର୍ଷପୂର୍ଣ୍ଣ ସେମିଫାଇନାଲରେ ସେ ନିଜ ଦେଶର ପ୍ରିୟାଂଶୁ ରାଜାୱତଙ୍କୁ ୨୧-୧୮ ଓ ୨୧-୧୨ରେ ହରାଇଥିଲେ । ଫାଇନାଲରେ ପ୍ରଣୟ ଚୀନର ୱେଙ୍ଗ…