ଫିରିଙ୍ଗିଆ ଥାନାରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ
ଫୁଲବାଣି: ଜଳୁଛି ଥାନା । ଫିରିଙ୍ଗିଆ ଥାନାରେ ନିଆଁ ଲଗାଇଲେ ଉତ୍ତ୍ୟକ୍ତ ଲୋକେ । ଫିରଙ୍ଗିଆ ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ଉତ୍ତେଜନା ଦେଖା ଦେବା ପରେ ଥାନାରେ ନିଆଁ ଲଗାଇ ଦେଇଥିବା ଜାଣିବାକୁ ମିଳିଛି । ଗଞ୍ଜେଇ ଚାଲାଣରେ ଅଭିଯୋଗ ଏପରି ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି ଲୋକେ ।…