ବୈଦେଶିକ ମନ୍ତ୍ରୀଙ୍କ ସହ ‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ: ଭାରତରେ ପଢିବାକୁ ଚାହୁଁଥିବା ବିଦେଶୀ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କରଙ୍କ କରକମଳରେ ‘ଷ୍ଟଡି ଇନ୍…