ଏପରି ମନ୍ଦିର ଯେଉଁଠି ଦେବୀ ମା’ ଙ୍କର ହୁଏ ଋତୁସ୍ରାବ
ଓଡିଶା ସମ୍ବାଦ ବ୍ୟୁରୋ: ଗୌହାଟୀର କାମାକ୍ଷା ମନ୍ଦିର ହେଉଛି ଭାରତର ଅନ୍ୟତମ ଲୋକପ୍ରିୟ ମନ୍ଦିର । କାମାକ୍ଷା ଦେବୀଙ୍କୁ ମା ଦୁର୍ଗା ରୂପରେ ବିବେଚନା କରାଯାଏ । ବିଶ୍ୱାସ କରାଯାଏ ଯେ, ମାତା ସତୀଙ୍କର ଯୋନି ଏଠାରେ ପଡ଼ିଯାଇଥିଲା, ତେଣୁ ଏହି ସ୍ଥାନକୁ ୫୧ ଶକ୍ତିପୀଠ ମଧ୍ୟରେ ସବୁଠାରୁ ପ୍ରମୁଖ…