Latest Odisha News

BREAKING NEWS

ରାଜଧାନୀରେ ରାସ୍ତା ଖୋଳିବାକୁ ହେଲେ ଅନୁମତି ନେବାକୁ ହେବ: ବିଏମସି

ଭୁବନେଶ୍ୱର: ଏଣିକି ଭୁବନେଶ୍ବରରେ କୌଣସି ରାସ୍ତାରେ ଖୋଳିବାକୁ ଯଦି ଚାହିଁବେ ତାହେଲେ ଅନୁମତି ନେବାକୁ ହେବ। ଏଥିପାଇଁ ଏକ ସ୍ବତନ୍ତ୍ର ଓ୍ବେବ ପୋର୍ଟାଲ ସାର୍ବଜନୀନ ହୋଇଛି। ଯାହାର ନାମ ରହିଛି http://bhubaneswar.me । ଯେଉଁ ସଂସ୍ଥା ଅନୁମତି ପାଇ ରାସ୍ତା ଖୋଳିବେ ସେହି ସଂସ୍ଥା…

ହକି ଇଣ୍ଡିଆ ସଭାପତି ଦିଲୀପ କହିଲେ ଆବଶ୍ୟକ ପଡିଲେ ଆମେ ପାକିସ୍ତାନ ଯାଇ ମ୍ୟାଚ ଖେଳିବୁ

ନୂଆଦିଲ୍ଲୀ: ପାକିସ୍ତାନ ହକି ଟିମ ଏସିଆନ ଚାମ୍ପିୟନଶିପ ଖେଳିବା ପାଇଁ ଭାରତ ଆସିଛି । ଏହି ଅବସରରେ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ କହିଛନ୍ତି, ଯଦି ଆମର ଆବଶ୍ୟକ ପଡେ ତାହାହେଲେ ପାକିସ୍ତାନ ଯାଇ ଖେଳିବାରେ କୌଣସି ଅସୁବିଧା ନାହିଁ । ୨୩ ସେପ୍ଟମ୍ବରରୁ ଆରମ୍ଭ ହେଉଥିବା ଏସିଆନ ଗେମ୍ସରେ…

୬ ହଜାର କୋଟି ପର୍ଯ୍ୟନ୍ତ ଯାଇପାରେ ବିସିସିଆଇ ବ୍ରଡକାଷ୍ଟ ରାଇଟ୍ସ

ମୁମ୍ବାଇ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ବୁଧବାର ବ୍ରଡକାଷ୍ଟ ରାଇଟ୍ସ ପାଇଁ ଟେଣ୍ଡର ଜାରୀ କରିଛି । ଆଗାମୀ ୫ ବର୍ଷ ପାଇଁ ପ୍ରସାରଣ ରାଇଟ୍ସ ହାତେଇବା ପାଇଁ ଆଗ୍ରହୀ କମ୍ପାନୀକୁ ୧୫ ଲକ୍ଷରେ ଟେଣ୍ଡର ଡକ୍ୟୁମେଂଟ ଟ୍ୟାକ୍ସ ଅର୍ଥ ଛାଡିକରି କିଣିବାକୁ ପଡିବ । ଏହାକୁ ଫେରସ୍ତ କରାଯିବ ନାହିଁ…

ବିଜେପି ରାସ୍ତାରେ ବିଆରଏସ, ‘ଇଣ୍ଡିଆ’ କୁ ଗାଳି କରୁଛନ୍ତି କେସିଆର!

ଭୁବନେଶ୍ୱର: ଯେଉଁ ବିରୋଧୀ ମେଣ୍ଟ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଜୋରଦାର ଉଦ୍ୟମ କରୁଥିଲେ ଏବେ ସେହି ମେଣ୍ଟ କିଛି କାମ ଦେବ ନାହିଁ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଗତ ଦୁଇଟି ନିର୍ବାଚନରେ ଏନଡିଏ ଭଲ ପ୍ରଦର୍ଶନ କରୁଛି। କଂଗ୍ରେସ ସମେତ ଅନ୍ୟ ବିରୋଧୀ…

ଲଢେଇ ସରିଲା, ଏଥର ମୋଦିଙ୍କ ସହ ସିଦ୍ଦରମେୟାଙ୍କ ବନ୍ଧୁତା!

ଭୁବନେଶ୍ୱର: କର୍ଣ୍ଣାଟକ ମହାଲଢ଼େଇରେ ବିଜେପିକୁ ମାତ ଦେବା ସହ ସରକାର ଗଢ଼ିଛି କଂଗ୍ରେସ। ସରକାରକୁ ଆସିବା ପରେ ପୂର୍ବ ବିଜେପି ସରକାର ପକ୍ଷରୁ କରାଯାଇଥିବା ବହୁ ସ୍କିମ ଓ ଯୋଜନାକୁ ବାଦ ଦିଆଯାଇଛି। ଏପରିକି କେନ୍ଦ୍ରର ବିଜେପି ସରକାର ମଧ୍ୟ କର୍ଣ୍ଣାଟକ କଂଗ୍ରେସ ସରକାରକୁ ଅନ୍ନଭାଗ୍ୟ ସ୍କିମ…

କୋଚ ମୁହଁ ଖୋଲିଲେ, ଯଶସ୍ୱୀ ଜୈସୱାଲଙ୍କ ଗୁପଚୁପ ବିକ୍ରି କାହାଣୀର ସତ୍ୟତା ନାହିଁ

ନୂଆଦିଲ୍ଲୀ: ପ୍ରଭାବୀ ପ୍ରଦର୍ଶନ ବଳରେ ଭାରତୀୟ କ୍ରିକେଟର ଉଦୀୟମାନ ତାରକା ଯଶସ୍ୱୀ ଜୈସୱାଲ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ୧୯ ବର୍ଷରୁ କମ ଟିମ ଏବଂ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳି ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି । ମାତ୍ର କେତେକ ଫେକ କାହାଣୀ ଯୋଗୁ ତାଙ୍କ…

କର୍ଣ୍ଣାଟକ ବିଧାୟକ ସବୁଠାରୁ ଧନୀ ; ୪୦୦୧ ଜଣ ବିଧାୟକଙ୍କ ସମ୍ପତ୍ତି ୩ଟି ରାଜ୍ୟର ବଜେଟଠାରୁ ବି ଅଧିକ

ଭୁବନେଶ୍ୱର:କର୍ଣ୍ଣାଟକରେ ସବୁ ନେତା ଧନୀ । କର୍ଣ୍ଣାଟକର ୨୨୩ ବିଧାୟକଙ୍କ ହାରାହାରି ସମ୍ପତ୍ତି ୧୪ କୋଟିରୁ ଅଧିକ ରହିଛି । ଅନ୍ୟପକ୍ଷେ ଓଡ଼ିଶାରେ ୧୧୩ ବିଧାୟକଙ୍କ ହାରାହାରି ସମ୍ପତ୍ତି ୪ କୋଟି । ଯାହା ମିଜୋରାମ ଓ  ସିକ୍କିମର  ବାର୍ଷିକ ବଜେଟ ୨୦୨୩-୨୪ ଠାରୁ ଅଧିକ ଅଟେ।ଏଡିଆର…

‘ନୁହ’ର ଲୋମ ଟାଙ୍କୁରା କାହାଣୀ; କାରଗିଲ ଯୋଦ୍ଧା ବାପା ସାମ୍ନାରେ ଚାଲିଗଲା ପୁଅର ଜୀବନ

ନୂଆଦିଲ୍ଲୀ: ହରିଆଣା ନୁହରେ ଦେଖାଦେଇଥିବା ସାଂପ୍ରଦାୟିକ ହିଂସାର ଲୋମ ଟାଙ୍କୁରା କାହାଣୀ । ଜଣେ ବାପାର ଆଖି ସାମ୍ନରେ ଚାଲିଯାଉଛି ଜୀବନ ।   କାରଗିଲ ଯୁଦ୍ଧରେ ଶତ୍ରୁକୁ ମାଟି ଚଟେଇ ବିଜୟ ଟିକା ପିନ୍ଧି ଆସିଥିଲେ  ।  ହେଲେ ନିଜ ମାଟିରେ ଦଙ୍ଗାକାରୀଙ୍କ ସହ ଲଢି ତାଙ୍କ ପୁଅ ଶହୀଦ ହୋଇଗଲେ…

ଆସନ୍ତୁ ଜାଣିବା ଏକ ନିଆରା ଗ୍ରାମ ସମ୍ପର୍କରେ…ଏଠି ସମସ୍ତେ ସମସ୍ତଙ୍କ ବନ୍ଧୁ ବାନ୍ଧବ

ଭୋପାଳ: ମଧ୍ୟପ୍ରଦେଶର ଶହଡୋଲରେ ଏକ ନିଆରା ଗ୍ରାମ ରହିଛି । ସମ୍ପର୍କର ଡୋରିକୁ ବିଶ୍ୱାସ କରିବା ଆମମାନଙ୍କ ରକ୍ତରେ ଦୌଡିଥାଏ । ତେବେ ଏହି ଗ୍ରାମ ଆହୁରି ପାଦେ ଆଗେଇ ଯାଇଛି । ଗ୍ରାମର ପ୍ରତ୍ୟେକ ବ୍ୟକ୍ତି କୌଣସି ବାଟେ ଅନ୍ୟ ଜଣଙ୍କ ସମ୍ପର୍କୀୟ । ଅତି କମରେ ସମ୍ପୂର୍ଣ୍ଣ ଗ୍ରାମ ଭିତରେ ଜଣେ…

ଆସନ୍ତା ତିନି ଘଣ୍ଟା ପାଇଁ ଏହି ୬ ଜିଲ୍ଲାରେ ପ୍ରବଳ ବର୍ଷିବ; ଜାରି ହେଲା ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର:ଆସନ୍ତା ତିନି ଘଣ୍ଟା ପାଇଁ ୬ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦେଇଛି ପାଣିପାଗ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ । ଲଘୁଚାପ ପ୍ରଭାବରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର ଜିଲ୍ଲା ପାଇଁ ରେଡ ୱର୍ଣ୍ଣିଂ ଜାରି କରିଛି ପାଣିପାଗ…