ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି, ଶୁକ୍ରବାର ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ ଜାରି ରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା ପରିଲିକ୍ଷିତ ହୋଇଛି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ନିଆଁ ବର୍ଷା ହେଉଥିବାବେଳେ, କିଛି ମାତ୍ରାରେ ତାପମାତ୍ରାରେ ହ୍ରାସ ଘଟିଛି । ଏବେ ଧୀରେ ଧୀରେ କାଳବୈଶାଖୀର ପ୍ରଭାବ…