ମରଣ ମୁହଁରୁ ବର୍ତ୍ତିଗଲେ ଯାତ୍ରୀ: ବଞ୍ଚେଇଦେଲେ RPF କର୍ମଚାରୀ
ଖୋର୍ଦ୍ଧା: ସାହାସିକତା ଦେଖାଇଲେ ଆରପିଏଫ ଷ୍ଟାଫ୍। ଜଣେ ରେଳ ଯାତ୍ରୀଙ୍କୁ ମୃତ୍ୟୁ ପଥରୁ ଫେରାଇ ଆଣିଲେ। ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନରେ ଦେଖିବାକୁ ମିଳିଥିଲା ଏହି ଦୃଶ୍ୟ।
ସୂଚନା ଅନୁସାରେ, ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନର ୪ ନଂମ୍ବର ପ୍ଲାଟଫର୍ମରେ ଦୁର୍ଗ-ପୁରୀ ଏକ୍ସପ୍ରେସ ଟ୍ରେନ…