୨୦୨୪ ଟି୨୦ ବିଶ୍ୱକପ ପାଇଁ ଯୋଗ୍ୟତା ହାସଲ କଲା ପାପୁଆ ନ୍ୟୁ ଗିନି
ନୂଆଦିଲ୍ଲୀ: ୨୦୨୪ ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ପାପୁଆ ନ୍ୟୁ ଗିନି ଯୋଗ୍ୟତା ହାସଲ କରିଛି । ଇଷ୍ଟ ଏସିଆ ପ୍ୟାସିଫିକ କ୍ୱାଲିଫାୟରରେ ପିଏନଜି ୧୦୦ ରନରେ ଫିଲିପାଇନ୍ସକୁ ହରାଇଥିଲା । ୨୦୨୪ ବିଶ୍ୱକପ ୱେଷ୍ଟଇଣ୍ଡିଜ ଓ ଆମେରିକାରେ ଖେଳାଯିବ । ଏଥିରେ ୨୦ଟି ଟିମ ଅଂଶଗ୍ରହଣ କରିବେ । ବର୍ତମାନ…