ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଟୋନି।
ନବୀନ ନିବାସରେ ଉଭୟ ନେତା ପ୍ରାୟ ଏକ ଘଣ୍ଟା ଧରି କିଛି ନିର୍ଦ୍ଦିଷ୍ଟ ପ୍ରସଙ୍ଗରେ ଆଲୋଚନା…