ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କଲେ ଲୋକସଭା ବାଚସ୍ପତି
ନୂଆଦିଲ୍ଲୀ: ମଣିପୁର ହିଂସାକୁ ନେଇ ସଂସଦରେ ହଟ୍ଟଗୋଳ ଲାଗି ରହିଥିବା ବେଳେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି କଂଗ୍ରେସ । କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଆଣିଥିବା ଅବିଶ୍ୱାସ ପ୍ରସ୍ତାବକୁ ଲୋକସଭା ବାଚସ୍ପତି ଗ୍ରହଣ କରିଛନ୍ତି । ତେବେ ଏହା ଉପରେ ଆଲୋଚନା କରାଯାଇ ସମୟ ସ୍ଥିର…