କ୍ୟାରିୟରରେ ପ୍ରଥମ ଥର ଏହି ସଫଳତା ହାସଲ କଲେ ମିଚେଲ ଷ୍ଟାର୍କ
ପର୍ଥ: ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ପର୍ଥରେ ଆଶେସ ସିରିଜ ଆରମ୍ଭ ହୋଇଛି । ପ୍ରଥମ ଟେଷ୍ଟର ପ୍ରଥମ ଦିବସରେ ବୋଲରଙ୍କ ରାଜୁତି ଦେଖିବାକୁ ମିଳିଛି । ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ବୋଲରଙ୍କ ଉଚିତ ମୁକାବିଲା କରି ନ ପାରି ୧୭୨ ରନରେ ଅଲଆଉଟ ହୋଇଯାଇଛି । ଅଷ୍ଟ୍ରେଲିଆର ପେସ ବୋଲର…