Latest Odisha News

BREAKING NEWS

ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ

ଭୁବନେଶ୍ୱର: ଓଡିଶାରେ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ। ରାଜ୍ୟରେ ଆରମ୍ଭ ହୋଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଖାତା ଦେଖା। ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ୧୫୧ଟି କେନ୍ଦ୍ରରେ ନିୟୋଜିତ ୮୨୫୮ ଜଣ ଅଧ୍ୟାପକ ଖାତା…

୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ

କଟକ: ଥମୁନି ଧଳା ଜହର ବ୍ୟବସାୟ। ପ୍ରଶାସନ ପକ୍ଷରୁ କଡାକଡି ଯାଞ୍ଚ କରିବା ସହ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ସୁଦ୍ଧା ଏହି ନିଶାକାରବାର ରୋକିବାରେ ନାଁ ଧରୁନି।କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଦୁଇଟି ଭିନ୍ନ ଭିନ୍ନ ନିଶା କାରବାର ମାମଲାରେ ୩ ନିଶା ମାଫିଆଙ୍କୁ ଗିରଫ କରିବା…

ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ତାତି ଅଚାନକ ବଢ଼ିଯାଇଛି । ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ହେଉଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଆର୍ଦ୍ରତା ୭୦ରୁ ୮୦% ପର୍ଯ୍ୟନ୍ତ ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଛି। ତେବେ ବଙ୍ଗୋପସାଗରରୁ…

ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ସ୍ୱାକ୍ଷର କରିଛନ୍ତି। ପ୍ରଥମ ନିର୍ଦ୍ଦେଶରେ ଆମେରିକାକୁ ଆମଦାନି ହେଉଥିବା ବ୍ରାଣ୍ଡେଡ୍ ଔଷଧ ଉପରେ ୧୦୦% ଶୁଳ୍କ ଲାଗୁ କରାଯାଇଛି। ଦ୍ୱିତୀୟ ନିର୍ଦ୍ଦେଶରେ ଇସ୍ପାତ, ଆଲୁମିନିୟମ…

India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ…

ନୂଆଦିଲ୍ଲୀ:ଭାରତର ବୈଦେଶିକ ସଚିବ ବିକ୍ରମ ମିଶ୍ରି ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇ କହିଛନ୍ତି ଯେ ବର୍ତ୍ତମାନର ସଙ୍କଟର ସମାଧାନ କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ସମ୍ଭବ। ମିଶ୍ର ବ୍ରିଟେନ ଦ୍ୱାରା ଆୟୋଜିତ ୬୦ରୁ ଅଧିକ ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ବିବୃତ୍ତି…

Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ

ଭୁବନେଶ୍ବର: ୨୦୨୫-୨୬ ଆର୍ଥିକ ବର୍ଷରେ ରେକର୍ଡ ସଂଖ୍ୟକ ୩୯,୭୬,୬୧୫ ଜଣ ପର୍ଯ୍ୟଟକ ନନ୍ଦନକାନନ ଆସିଥିଲେ। ତେବେ ଆସିଥିବା ପର୍ଯ୍ୟଟକମାନଙ୍କ ଠାରୁ ବିଭିନ୍ନ ଉତ୍ସରୁ ମୋଟ ୨୬.୩୧ କୋଟି ଟଙ୍କାର ରାଜସ୍ୱ ସଂଗ୍ରହ କରାଯାଇଛି । ଯାହା ନନ୍ଦନକାନନର ଇତିହାସରେ ସମସ୍ତ ଆର୍ଥିକ ବର୍ଷର ରେକର୍ଡ ଭଙ୍ଗ…

Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…

ଗଜପତି:ଅଙ୍ଗଦାନ କରି ଚର୍ଚ୍ଚାରେ ଜଣେ ଚାଷୀ । ମୃତ୍ୟୁ ପରେ ମହତ ଦାନ କରି ଅମର ହୋଇଯାଇଛନ୍ତି ରମେଶ ରଣସିଂ । ଗଜପତି ଜିଲ୍ଲା ମୋହନା ଥାନା ଜାଲିବାଡି ଗାଁର ରମେଶ ରଣସିଂ ଅଙ୍ଗଦାନ କରିଛନ୍ତି । ଜଣେ ପରୋପକାରୀ ସମାଜସେବୀ ଭାବେ ପରିଚିତ ରମେଶଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପକ୍ଷରୁ ଅଙ୍ଗଦାନ…

କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ: ପାକିସ୍ତାନର ସାହେବଜାଦା ଫରହାନ ଭାରତର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ଟି୨୦ କ୍ରିକେଟରେ ପଛରେ ପକାଇ ଦେଇଛନ୍ତି । ନିକଟରେ ଟି୨୦ ବିଶ୍ୱକପରେ ସେ କୋହଲିଙ୍କ ରେକର୍ଡ ଭାଙ୍ଗିଥିଲେ । ଗୋଟିଏ ବିଶ୍ୱକପରେ ସର୍ବାଧିକ ରନ ସଂଗ୍ରହ କରିବା ରେକର୍ଡ କୋହଲିଙ୍କ…

ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…

ମୁମ୍ବାଇ: ସବୁ ଅପେକ୍ଷାର ଅନ୍ତ ଘଟେଇ ରିଲିଜ ହେଲା ବଲିଉଡ ଅଭିନେତା ରଣବୀର କପୁରଙ୍କ ଫିଲ୍ମ ରାମାୟଣ ର ଟିଜର । ୨ ଏପ୍ରିଲ୍ ହନୁମାନ ଜୟନ୍ତୀ ଅବସରରେ, ଫିଲ୍ମରେ ପ୍ରଭୁ ରାମଙ୍କ ଚରିତ୍ରରେ ରଣବୀରଙ୍କ ପ୍ରଥମ ଝଲକ ରିଲିଜ୍ ହୋଇଥିଲା । ନିତେଶ ତିୱାରୀଙ୍କ ନିର୍ଦ୍ଦେଶିତ ଏହି ମହାକାବ୍ୟ…

Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର

ନୂଆଦିଲ୍ଲୀ: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ କମ୍ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ। ଯୁଦ୍ଧ ଆରମ୍ଭ ହେବାର ଗୋଟିଏ ମାସରୁ ଅଧିକ ସମୟ ବିତିଗଲାଣି, ଏବେ ବି ଆକ୍ରମଣ ଜାରି ରହିଛି। ଏହି ସମୟରେ, ଇରାନର ରାଜଧାନୀ ତେହେରାନରେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ…