ବାଲିଯାତ୍ରା ପଡ଼ିଆକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ, ତୁରନ୍ତ ସଫେଇ ପାଇଁ ଦେଲେ ନିର୍ଦ୍ଦେଶ
କଟକ: ବାଲିଯାତ୍ରା ପଡ଼ିଆକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ। ହାଇକୋର୍ଟରେ କଟକ ସହର ସମସ୍ୟା ମାମଲାର ଶୁଣାଣି ବେଳେ ବାଲିଯାତ୍ରା ଶେଷ ହେବା ପରେ ପଡ଼ିଆ ସଫେଇ ହୋଇ ନଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅଦାଲତ। ୩୫ ଲକ୍ଷ ଟଙ୍କା ବ୍ୟୟ କରାଯାଇ ଘରୋଇ ଏଜେନ୍ସିକୁ ସଫେଇ ଦାୟିତ୍ବ ଦିଆଯାଇଥିଲେ…