ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
ଭୁବନେଶ୍ବର: ରାଜ୍ୟରେ ଏବେ ତାତିର ପ୍ରକୋପ ଧିରେ ଧିରେ ବଢିବାରେ ଲାଗିଛି । ଏହାକୁ ନଜରରେ ରଖି ରାଜ୍ୟ ସରକାର ଏବେ ସମସ୍ତ ସ୍କୁଲ ଗୁଡିକୁ ସକାଳୁଆ କ୍ଲାସ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ସକାଳ ସାଢ଼େ ୬ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ।…