ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦଶପଲ୍ଲାରେ ବୋମାମାଡ଼, ୩ ଗୁରୁତର
ନୟାଗଡ଼: ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଗାଁରେ ବୋମାମାଡ଼। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ରାତିରେ ବୋମାମାଡ଼ ହୋଇଛି। ବୋମାମାଡରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ଶଶିକାନ୍ତି ଷଡ଼ଙ୍ଗୀ ଓ ତାଙ୍କର ଦୁଇ ଭାଇ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…