ଓଡ଼ିଶାର ଜାତୀୟ ରାଜପଥ ପ୍ରକଳ୍ପ କାମ ବିଳମ୍ବ: ଲୋକସଭାରେ ଉତ୍ତର ରଖିଲେ ଗଡ଼କରୀ
ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲା ଦେଇ ଯାଇଥିବା ଚାରିଟି ଜାତୀୟ ରାଜପଥ ପ୍ରକଳ୍ପ କାମରେ ବିଳମ୍ବକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତୀନ ଗଡ଼କରୀ ଗୁରୁବାର ଲୋକସଭାରେ ଲିଖିତ ଉତ୍ତର ରଖିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜମି ଅଧିଗ୍ରହଣ, ଜଙ୍ଗଲ ଅନୁମତି…