Latest Odisha News

BREAKING NEWS

ରୂପାନ୍ତର ହେବ ୧୭୭୧ ହାଇସ୍କୁଲ; ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକଙ୍କ ସହ 5T ସଚିବଙ୍କ ଆଲୋଚନା

ଭୁବନେଶ୍ୱର: ମୋ ସ୍କୁଲ ଅଧିନରେ ରାଜ୍ୟରେ ଏପର୍ଯ୍ୟନ୍ତ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତରଣ କାମ ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟ ରୁପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲ ଗୁଡିକରେ ରୂପାନ୍ତର କାମ ଶେଷ କରିବା…

ପଡ଼ିଶାରୁ ଆସି ଓଡ଼ିଶାରେ ଛୁଆ ଚୋରି, ୪ ଜଣଙ୍କୁ ଧରି ଛେଚିଲେ ଗ୍ରାମବାସୀ

ସୋନପୁର: ସ୍କୁଲ୍ ଛୁଆଙ୍କୁ ବିସ୍କୁଟ୍ ଓ ଚକଲେଟ୍ ଲୋଭ ଦେଖାଇ ଅପହରଣ ଉଦ୍ୟମ ବେଳେ ଧରା ପଡ଼ିଲେ, ଛେଚା ଖାଇଲେ । ଏଭଳି ଘଟଣା ଘଟିଛି ସୋନପୁରର ନେହେରୁ ନଗରରେ । ଆଜି ୨ ଜଣ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଅପହରଣ କରି ନେଉଥିବା ବେଳେ ଗ୍ରାମବାସୀଙ୍କ ହାବୁଡ଼ରେ ପଡ଼ିଥିଲେ ୪ ଜଣ । ନେହେରୁ ନଗରରୁ…

ଦ୍ୱିତୀୟ ପେସ ବୋଲର ଭାବେ ୬୦୦ ଟେଷ୍ଟ ୱିକେଟ ହାସଲ କଲେ ବ୍ରଡ

ଲଣ୍ଡନ: ଚଳିତ ଆଶେସ କ୍ରିକେଟ ସିରିଜର ୪ର୍ଥ ଟେଷ୍ଟରେ ଇଂଲଣ୍ଡ ପେସ ବୋଲର ଷ୍ଟୁଆର୍ଟ ବ୍ରଡ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ଦ୍ୱିତୀୟ ପେସ ବୋଲର ଭାବେ ଟେଷ୍ଟ କ୍ରିକେଟରେ ୬୦୦ ୱିକେଟ ହାସଲ କରିଛନ୍ତି । ୧୧୬ ଟେଷ୍ଟରେ ସେ ଏହି ସଫଳତା ହାସଲ କରିଛନ୍ତି । ତାଙ୍କ ପୂର୍ବରୁ ଜେମ୍ସ…

ଜଘନ୍ୟ ଅପରାଧରେ ସଂପୃକ୍ତ ବିଜେପି ନେତା ଅପରାଧ ସଂପର୍କରେ ପ୍ରବଚନ ଦେବା ବିଡ଼ମ୍ବନା: ବିଜେଡି

ଭୁବନେଶ୍ୱର: ହତ୍ୟା ମାମଲାଠୁ ଆରମ୍ଭ କରି ସବୁ ପ୍ରକାର ଗୋଲକ ଧନ୍ଦାରେ ସଂପୃକ୍ତ ଓଡ଼ିଶା ବିଜେପିର ଜଣେ କୁହାଳିଆ ନେତା କିଭଳି କଳଙ୍କିତ ଚରିତ୍ରର ବ୍ୟକ୍ତି, ତାହା ସମସ୍ତଙ୍କୁ ଜଣା । ରାଜ୍ୟ ବିଜେପିର ବଡ଼ବଡ଼ ପଦପଦବିରେ ବସିଥିବା ଏଭଳି ଅଭ୍ୟାସଗତ ଅପରାଧୀମାନେ ଅପରାଧ ସଂପର୍କରେ ପ୍ରବଚନ…

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୂରଲୀଧର ଅଗଷ୍ଟ ୭ରେ ଅବସର ଗ୍ରହଣ କରିବେ । ଜଷ୍ଟିସ୍ ଏସ୍ ମୂରଲୀଧରଙ୍କ ସ୍ଥାନରେ…

ଏମର୍ଜିଂ ଏସିଆ କପ କ୍ରିକେଟ: ସାଇ ସୁଦର୍ଶନଙ୍କ ଶତକ, ପାକିସ୍ତାନ ଏ ବିପକ୍ଷରେ ଭାରତ ଏର ସହଜ ବିଜୟ

କଲମ୍ବୋ: ଚଳିତ ଏମର୍ଜିଂ ଏସିଆ କପ କ୍ରିକେଟରେ ବୁଧବାର ଅନୁଷ୍ଠିତ ମୁକାବିଲାରେ ଭାରତ ଏ ୮ ୱିକେଟରେ ପାକିସ୍ତାନ ଏକୁ ପରାସ୍ତ କରିଛି । ଗ୍ରୁପ ବିର ଶୀର୍ଷ ସ୍ଥାନରେ ରହିଥିବା ଭାରତ ସେମିଫାଇନାଲରେ ବାଂଲାଦେଶ ଏକୁ ଭେଟିବ । ୨୧ରେ ୨ଟି ଯାକ ସେମିଫାଇନାଲ ମ୍ୟାଚ ଖେଳାଯିବ । ଦ୍ୱିତୀୟ ସେମିରେ…

ରେଳ ଧାରଣାରୁ ଦମ୍ପତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲା ଧଉଳିପସି ନିକଟ ରେଳ ଧାରଣାରୁ ସ୍ୱାମୀ, ସ୍ତ୍ରୀଙ୍କ ରକ୍ତାକ୍ତ ମୃତଦେହ ମିଳିଛି । ସନ୍ଦେହ କରାଯାଉଛି ଦମ୍ପତି କୌଣସି କାରଣରୁ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରି ଥାଇ ପାରନ୍ତି । ବୁଧବାର ସନ୍ଧ୍ୟାରେ ଧଉଳିପସି ଓ ଟମକା ରେଲୱେ ଷ୍ଟେସନ୍ ମଧ୍ୟରେ ଏହି ଘଟଣା…

ଏସିଆ କପ କ୍ରିକେଟ କାର୍ଯ୍ୟସୂଚୀ ଘୋଷିତ

ନୂଆଦିଲ୍ଲୀ:ପାକିସ୍ତାନ କ୍ରିକେଟ ବୋର୍ଡ ଓ ଏସିଆନ କ୍ରିକେଟ କାଉନସିଲ ପକ୍ଷରୁ ବୁଧବାର ଆଗାମୀ ଏସିଆ କପର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ୨ ସେପ୍ଟମ୍ବରରେ କାଣ୍ଡିରେ ଭାରତ ଓ ପାକିସ୍ତାନ ମଧ୍ୟରେ ହାଇ ଭୋଲଟେଜ ମ୍ୟାଚ ଖେଳାଯିବ । ୪ରେ ଏଠାରେ ନେପାଳକୁ ଭେଟିବ ଭାରତ । ଭାରତୀୟ ଟିମ…

୫ଟି ସ୍କୁଲ୍ ଛାତରୁ ପ୍ଲାଷ୍ଟର ଖସି ୩ ଶିକ୍ଷକଙ୍କ ଓ ଅନ୍ୟ ଜଣେ ଆହତ

ପୁରୀ: ୫ଟି ଅଧିନରେ ରୂପାନ୍ତିରତ ହୋଇଥିବା ସ୍କୁଲ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସିବା ଫଳରେ ୪ ଜଣ ଆହତ ହୋଇଛନ୍ତି । ପୁରୀ ଜିଲ୍ଲା ଅସ୍ତରଙ୍ଗର ତାଳଦା ଏଡ଼ବାଂଶ ପଢ଼ିଆରୀ ହାଇସ୍କୁଲରେ ଏହି ଅଘଟଣ ଘଟିଛି । ଷ୍ଟାଫ୍ କମନ ରୁମରେ ମିଟିଂ ଚାଲିଥିବା ବେଳେ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସିଥିଲା ।…

ଭାଇରାଲ ହେଉଛି ସାମନ୍ଥାଙ୍କ ଧ୍ୟାନ ଫଟୋ

ମୁମ୍ବାଇ: ଦକ୍ଷିଣ ଭାରତର ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୂ କିଛି ଦିନ ତଳେ ଫିଲ୍ମରୁ ସାମୟିକ ଭାବେ ବ୍ରେକ ନେବେ ବୋଲି ଘୋଷଣା କରିଥିଲେ । ସିଟାଡେଲର ଶୁଟିଂ ଶେଷ ହେବା ପରେ ସେ କହିଥିଲେ ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ମୁଁ କିଛି ଦିନ ପାଇଁ ଏଥିରୁ ଦୂରେଇ ରହିବି ବୋଲି…