Latest Odisha News

BREAKING NEWS

ଅହମ୍ମଦାବାଦରେ ଆୟୋଜିତ ହୋଇପାରେ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡା

ଅହମ୍ମଦାବାଦ: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡା ଆୟୋଜନରୁ ଅଷ୍ଟ୍ରେଲିଆ ଓହରି ଯାଇଛି । ରିପୋର୍ଟ ମୁତାବକ ଭାରତୀୟ ଅଲିମ୍ପିକ କମିଟି ଗୁଜରାଟ ସରକାରଙ୍କ ସହ ଆଲୋଚନା କରି ଏହି ରାଜ୍ୟଗୋଷ୍ଠୀ କ୍ରୀଡା ଆୟୋଜନ ପାଇଁ ବିଡ ଦାଖଲ କରିପାରିବା ପାଇଁ ଯୋଜନା କରାଯାଉଛି । ଯଦି ଏହା ହୁଏ ତାହାହେଲେ ଦ୍ୱିତୀୟ…

ବିରୋଧୀଙ୍କ ବୈଠକରେ ଆଇଏଏସଙ୍କ କାମ କଣ?

ଭୁବନେଶ୍ୱର: ବିରୋଧୀ ଏକତା ବୈଠକ ଦେଶର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛି। ନୂଆ ବିରୋଧୀ ମେଣ୍ଟର ନାଁ ଇଣ୍ଡିଆ ଦେଇ ବିରୋଧୀ ଏକ ବଡ଼ କାର୍ଡ ଖେଳିଛନ୍ତି। କିନ୍ତୁ ବିରୋଧୀ ମେଣ୍ଟର ନାଁ ଦେବାଠୁ ଆରମ୍ଭ କରି ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେପି ସମେତ ଅନ୍ୟ କିଛି ଦଳ ବିରୋଧୀଙ୍କୁ…

ବିରୋଧୀଙ୍କ ପାଇଁ ମୋଦିଙ୍କ ପ୍ରଚାର!

ଭୁବନେଶ୍ୱର: ବିରୋଧୀ ଏକତା ବୈଠକକୁ ନେଇ ଯେତିକି ଚର୍ଚ୍ଚା ଓ ବିବାଦ ନାହିଁ ବିରୋଧୀ ମେଣ୍ଟର ନୂଆ ନାଁ ଇଣ୍ଡିଆକୁ ନେଇ ସେତିକି ଅଧିକ ଚର୍ଚ୍ଚା ହେଉଛି। ଇଣ୍ଡିଆ ନାଁ କୁ ନେଇ ବିରୋଧୀ ଦଳ ଗୁଡିକ ବେଶ ଆଶାବାଦୀ। ଏହି ନାଁ କୁ ନେଇ ଦେଶରେ ଏକ ବଡ଼ ମାହୋଲ ତିଆରି ହୋଇପାରିବ ବୋଲି ଆଶା ରଖିଛନ୍ତି…

ସମ ହସ୍ପିଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ବୁଧବାର ଏକ ‘ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍‌’ ଉଦ୍‌ଘାଟିତ ହୋଇଯାଇଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ଆଇଏମ୍‌ଏସ୍ ଆଣ୍ଡ ସମ୍…

ମୁକୁଳା ଡ୍ରେନରେ ଖସି ପଡ଼ି ଚାଲିଗଲା ସଫେଇ କର୍ମଚାରୀଙ୍କ ଜୀବନ

କଟକ: ପୁଣି ଜୀବନ ନେଲା ମୁକୁଳା ଡ୍ରେନ୍ । କଟକ ସହରରେ ମୁକୁଳା ଡ୍ରେନରେ ପଡ଼ି ଆଉ ଜଣଙ୍କ ଜୀବନ ଯାଇଛି । କଟକର ବରପଥର ଅଞ୍ଚଳରେ ମୁକୁଳା ଡ୍ରେନରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଗତ ୪ ଦିନ ତଳେ ମୁକୁଳା ଡ୍ରେନରେ ଖସି ପଡ଼ି କଟକ ସହରରେ ଜଣେ ଯୁବକଙ୍କ ଜୀବନ ଯାଇଥିଲା । ସପ୍ତାହକ…

ମଦ ବ୍ୟବସାୟୀଙ୍କଠୁ ମାସିକିଆ ଚାନ୍ଦା, ଚାନ୍ଦିପୁର ଆଇଆଇସି ଓ ଏଏସ୍ଆଇଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର: ଥାନାରେ ପଶିଲା ଭିଜିଲାନ୍ସ । ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ଥାନା ଆଇଆଇସି ଓ ଏଏସ୍ଆଇ ଭିଜିଲାନ୍ସ ଜାଲାରେ ପଡ଼ିଛନ୍ତି । ଏକ ଠିପି ବନ୍ଦ ମଦ ଦୋକାନୀଙ୍କ ଠାରୁ ମାସିକ ଚାନ୍ଦା ଭାବେ ୫୦ ହଜାର ଟଙ୍କା ନେବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ଛନ୍ତି ଥାନା ବାବୁ । ଚାନ୍ଦିପୁର…

ପୋଷ୍ଟ ମାଷ୍ଟର ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ

ସୁନ୍ଦରଗଡ଼: ମହିଳା ପୋଷ୍ଟ ମାଷ୍ଟରଙ୍କୁ ହତ୍ୟା ଘଟଣାରେ ବୁଧବାର ପୋଲିସ ପ୍ରେମିକକୁ ଗିରଫ କରିଛି । ସୋମବାର ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ଏକ ଜଙ୍ଗଲରୁ ପୋଷ୍ଟ ମାଷ୍ଟରଙ୍କ ମୃତଦେହ ମିଳିଥିବା ବେଳେ ଅନେକ କ୍ଷତ ଚିହ୍ନ ଥିଲା । ପୋଲିସ ଅଭିଯୁକ୍ତ ପ୍ରେମିକ ନୟନ ସେଠଙ୍କୁ…

ଯୁକ୍ତ ଦୁଇରେ ନାମଲେଖା ପାଇଁ ଦ୍ୱିତୀୟ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର: ଯୁକ୍ତ ଦୁଇରେ ନାମ ଲେଖା ପାଇଁ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ୭୦ ହଜାର ୧୦୫ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି। କଳାରେ ୪୯ ହଜାର ୭୦ ଜଣ, ବାଣିଜ୍ୟରେ ୩ ହଜାର ୧୮୨ ଜଣ ଓ ବିଜ୍ଞାନରେ ୧୬ ହଜାର ୯୨୭ ଜଣ ଛାତ୍ରଛାତ୍ରୀ…

କୌଣସି ଦଳ ସହ କରିବେ ନାହିଁ ମେଣ୍ଟ, ଲୋକସଭା ନିର୍ବାଚନରେ ଏକାକୀ ଲଢିବେ ମାୟାବତୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ବହୁଜନ ସମାଜବାଦୀ ପାର୍ଟିର ମୁଖ୍ୟ ମାୟାବତୀ କୌଣସି ମେଣ୍ଟରେ ସାମିଲ ନହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହି ସମୟରେ ମାୟାବତୀ ବୁଧବାର ଲୋକସଭା ନିର୍ବାଚନ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ବହୁଜନ ସମାଜବାଦୀ ପାର୍ଟି ୨୦୨୪ରେ ସେ କୌଣସି ଦଳ…

ମେଣ୍ଟର ନାଁ ଇଣ୍ଡିଆ ରଖିବା ପରେ ‘ଜିତେଗା ଭାରତ’ ଟ୍ୟାଗ୍ ଲାଇନ୍ ରଖିଲେ ବିରୋଧୀ

ବେଙ୍ଗଳୁରୁ: କେନ୍ଦ୍ରର ମୋଦି ସରକାରଙ୍କୁ କ୍ଷମତାରୁ ହଟାଇବାକୁ ଅଣ୍ଟା ଭିଡ଼ିଥିବା ବିରୋଧୀ ଆଉ ଏକ ପାଦ ଆଗକୁ ବଢ଼ିଛନ୍ତି । ମଙ୍ଗଳବାର ମେଣ୍ଟର ନାଁ ଇଣ୍ଡିଆ ରଖିବା ପରେ ବିରୋଧୀ ଆଜି ଟ୍ୟାଗ୍ ଲାଇନ୍ ରଖିଛନ୍ତି ‘ଜିତେଗା ଭାରତ’ । ୨୦୨୪ ନିର୍ବାଚନ ପୂର୍ବରୁ ବିରୋଧୀ ଇଣ୍ଡିଆ, ଭାରତ ନାଁକୁ…