କେଦାରନାଥରେ ମୋବାଇଲ ବ୍ୟାନ: ରିଲ୍ସ ଓ ଫଟୋ ଉଠାଇବା ଉପରେ ଲାଗିଲା ପ୍ରତିବନ୍ଧକ
ନୂଆଦିଲ୍ଲୀ: କେଦାରନାଥ ଧାମରେ ମୋବାଇଲ୍ ମନା । ଶ୍ରଦ୍ଧାଳୁଙ୍କ ଧର୍ମୀୟ ଭାବନାକୁ ଆଘାତ ହେଉଥିବା ଦର୍ଶାଇ ମନ୍ଦିର ପରିସରରେ ମୋବାଇଲ୍ ବ୍ୟବହାରକୁ ମନା କରାଯାଇଛି । ବାବାଙ୍କ ଧାମରେ ୟୁଟ୍ୟୁବର ଓ ଇନଫ୍ଲୁଏନ୍ସରମାନେ ବିଭିନ୍ନ ପ୍ରକାର ରିଲ୍ପ ତିଆରି କରି ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି,…