ମାତ୍ରାଧିକ ଭିଟାମିନ-D ହୋଇପାରେ କ୍ଷତିକାରକ, ଜାଣନ୍ତୁ ଏହାର କାରଣ..
ଓଡ଼ିଶା ସମ୍ବାଦ ବ୍ୟୁରୋ; ଭିଟାମିନ-ଡି ଅଭାବ ଯୋଗୁ ଜଟିଳ ଶାରୀରିକ ସମସ୍ୟା ଦେଖାଯାଏ। ଯାହାକୁ ଅନେକ ସମୟରେ ଲୋକେ ଗୁରୁତ୍ୱ ଦିଅନ୍ତି ନାହିଁ। ମାନବ ଶରୀର ଠିକ ଭାବେ କାମ କରିବା ପାଇଁ ଭିଟାମିନ-ଡି'ର ଆବଶ୍ୟକତା ରହିଛି। କିନ୍ତୁ ଆମ ଜୀବନଶୈଳୀ ଓ ଖରାପ ଅଭ୍ୟାସ ଯୋଗୁ ଶରୀରରେ ଭିଟାମିନ-ଡି ଅଭାବ…