ବାଂଲାଦେଶୀଙ୍କୁ ଭଡ଼ା ଘରେ ରଖିବା ଘଟଣା, ମୁଖ୍ୟ ଅଭିଯୁକ୍ତ ଘରେ ପୋଲିସ ରେଡ୍
ଜଗତସିଂହପୁର: ବାଂଲାଦେଶୀଙ୍କୁ ଭଡ଼ା ଘରେ ରଖିବା ଘଟଣା। ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମ ଘରେ ପୋଲିସ ରେଡ୍। ଧନିପୁର ବସ୍ତିରେ ଥିବା ଘରେ ଚାଲିଛି ପୋଲିସର ସର୍ଚ୍ଚ ଅପରେସନ୍। ଅତିରିକ୍ତ ଏସ୍ପି ଓ ଏସ୍ଡିପିଓଙ୍କ ସହ ୨ପ୍ଲାଟୁନ ଫୋର୍ସ ମୁତୟନ ହୋଇଛି। ସରକାରୀ ଜାଗା, ବେଆଇନ୍ ମଦ୍ରାସା,…