କୁଆଖାଇରୁ ମିଳିଲା ନିଖୋଜ ଆଉ ୨ ଛାତ୍ରଙ୍କ ମୃତଦେହ
ଭୁବନେଶ୍ୱର: ଉଦ୍ଧାର ହେଲା କୁଆଖାଇରେ ନିଖୋଜ ଆଉ ୨ ଛାତ୍ରଙ୍କ ମୃତଦେହ । ଗତକାଲି ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ଆଜି ସକାଳୁ ୨ ଛାତ୍ରଙ୍କ ମୃତଦେହ ଦମକଳାବାହିନୀ ଉଦ୍ଧାର କରିଛି । ସେମାନେ ହେଲେ ବାଲେଶ୍ବରର ରୋହିତ ପରିଡ଼ା(୨୪) ଏବଂ କଟକ ବାଲିକୁଦାର ପ୍ରତୀକ ଧଳସାମନ୍ତ(୨୩)…