ଓଟିପି ସ୍କାମ ମାମଲା, ଦେଶରେ ୧୦୦ରୁ ଅଧିକ ଏଜେଣ୍ଟଙ୍କ ସହ ଯୋଗାଯୋଗରେ ଥିଲା ଅଭିଯୁକ୍ତ !
ଭୁବନେଶ୍ୱର: ପୂର୍ବରୁ ଓଡ଼ିଶା ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ୍) ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତ ଅଭିଜିତ ସଞ୍ଜୟ ଜାମ୍ବୁରେଙ୍କ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ସହ ଓଟିପି ସେୟାରିଂର ସମ୍ବେଦନଶୀଳ ମାମଲାରେ ଆହୁରି ଅନେକ ଗୁମର ଫିଟିବାର ସମ୍ଭାବନା ରହିଛି।
ଜାତୀୟ ତଦନ୍ତକାରୀ ସଂସ୍ଥା…