ପନ୍ତ ହେବେ ଅଧିନାୟକ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ ଗିଲ
ଗୌହାଟୀ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁଭମନ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି । ତାଙ୍କ ସ୍ଥାନରେ ରିଷଭ ପନ୍ତ ଅଧିନାୟକ ଦାୟିତ୍ୱ ତୁଲାଇବେ । କୋଲକାତା ଟେଷ୍ଟରେ ଭାରତ ହାରିବା ପରେ ଏବେ ଗୌହାଟୀ ମୁକାବିଲା ଉପରେ ସମସ୍ତଙ୍କ ନଜର ରହିଛି । ସିରିଜ…