୪ଦିନ ପରେ ସରିଲା ରେଡ଼୍, ଆୟକର ଫାଙ୍କିବା ଅଭିଯୋଗ ମିଛ ବୋଲି କହିଲେ ଡିଏନ୍ ଗ୍ରୁପ୍ ମୁଖ୍ୟ ଜଗଦୀଶ ନାୟକ
ଭୁବନେଶ୍ୱର: ଚାରି ଦିନର ଛାନଭିନ ପରେ ଶେଷ ହୋଇଛି ଡିଏନ ଗ୍ରୁପ୍ ଉପରେ ଆୟକର ବିଭାଗର ରେଡ । ତିନି ଦିନର ରେଡ ପରେ ଡିଏନ ଗ୍ରୁପ ଅଧ୍ୟକ୍ଷଙ୍କୁ ପଚରାଉଚରା କରିଥିଲା ଆୟକର ବିଭାଗ । ଡିଏନ ଗ୍ରୁପ ମାଲିକ ଜଗଦୀଶ ନାୟକ ଓ ତାଙ୍କ ଲିଗାଲ ଅଫିସର ଚନ୍ଦ୍ରଶେଖର ପଣ୍ଡାଙ୍କୁ ମୁହାଁମୁହିଁ ଜେରା କରିଥିଲେ…