ବେଫିକର୍ ବାଲିମାଫିଆ: ରାଜସ୍ୱ ବିଭାଗର ଅବହେଳାରୁ କୋଟିକୋଟି ଟଙ୍କାର ରାଜସ୍ବ ହାନି
ଖଡ଼ିଆଳ : ଖଡ଼ିଆଳ ତହସିଲ ଅଞ୍ଚଳ ରେ ମାତିଛନ୍ତି ବାଲି ମାଫିଆ । ବିଭିନ୍ନ ନଦୀରୁ ଚାଲିଛି ବେଧଡ଼କ ବାଲି ଚୋରାଚାଲାଣ । ରାଜସ୍ବ ବିଭାଗ ଓ ବାଲି ମାଫିଆ ଙ୍କ ମଧୁଚନ୍ଦ୍ରିକା ରେ କୋଟିକୋଟି ଟଙ୍କା ରାଜସ୍ୱ ହାନି । ପ୍ରଶାସନ ଜାଣି ଶୁଣି ଏଠି ନିରାବଦ୍ରଷ୍ଟା । ବାଲି ମାଫିଆ ଓ ରାଜସ୍ବ ର ବିଭାଗ ର…