Ayushman Yojana: ଆଗାମୀ ୩ ଦିନରେ ‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ‘ଆୟୁଷ୍ମାନ’ ଯୋଜନାକୁ ନେଇ ବଡ ଅପଡେଟ୍ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ । ‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଆଗାମୀ ଦିନରେ ଆୟୁଷ୍ମାନ ଭାରତର…