Latest Odisha News

BREAKING NEWS

ଅନୁବାଦ କବିତା : ସବ୍ୟସାଚୀ

ମୂଳ ବଙ୍ଗଳା: ସୁକାନ୍ତ ଭଟ୍ଟାଚାର୍ଯ୍ୟ ଅଦ୍ଭୁତ ଶ୍ୱାପଦ ଆଖି ଅହରହ ଜଳୁଅଛି ଅଚଳ ଅନ୍ଧାରେ। ହେ ବନ୍ଧୁ, ପଛରେ ରଖି ଅନ୍ଧ ହିମଗିରି ଅନନ୍ତ ବାର୍ଦ୍ଧକ୍ୟ ତୁମ ନେଉ ଏକ ନୂଆ ଜୀବନ୍ୟାସ ରକ୍ତେ ଭିଜା ଯୌବନର ଅନ୍ତିମ ପିପାସା ନିଷ୍ଠୁର ଗର୍ଜନେ ଆଜି ଅରଣ୍ୟ ଧୁଆଁରେ ହେଉ…

ମଧ୍ୟପ୍ରଦେଶ ଖାଦ୍ୟ ଯୋଗାଣ ବିଭାଗ ପ୍ରତିନିଧି ଦଳଙ୍କ ଓଡିଶା ଗସ୍ତ, ସ୍ୱୟଂଚାଳିତ ପି-ପାସ୍‌ ବ୍ୟବସ୍ଥାକୁ ପ୍ରଶଂସା

ଭୁବନେଶ୍ୱର: ମଧ୍ୟପ୍ରଦେଶ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସୁରକ୍ଷା ବିଭାଗର ଏକ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଅଛନ୍ତି। ମଞ୍ଚେଶ୍ୱରସ୍ଥିତ ଚାଉଳ ସଂଗ୍ରହ କେନ୍ଦ୍ର ତଥା ବିଭାଗୀୟ ସଂରକ୍ଷଣ କେନ୍ଦ୍ର ବୁଲି ଦେଖିଥିଲେ। ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଏଚ୍‌. ଏସ୍‌. ପରମାରଙ୍କ ନେତୃତ୍ୱରେ…

ଆଜିଠୁ ଡିପ୍ଲୋମା ଇଞ୍ଜିନିୟରିଂ ନାମଲେଖା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ରାଜ୍ୟର ବିଭିନ୍ନ ବୈଷୟିକ ଶିକ୍ଷାନୁଷ୍ଠାନରେ ଡିପ୍ଲୋମା ଇଞ୍ଜିନିୟରିଂ ନାମଲେଖା ଆରମ୍ଭ ହେବ। ଜୁନ ୨୯ ରୁ ଜୁଲାଇ ୫ ତାରିଖ ମଧ୍ୟରେ ପ୍ରଥମ ରାଉଣ୍ଡରେ ସିଲେକ୍ସନ ହୋଇଥିବା ଆବେଦନକାରୀ ନାମ ଲେଖାଇବେ। ଚୟନ ହୋଇଥିବା ଛାତ୍ରଛାତ୍ରୀ ଜୁନ ୨୮ ରୁ ଜୁଲାଇ ୩ ତାରିଖ ମଧ୍ୟରେ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ରଥରେ ଲାଗିଗଲା ନିଆଁ, ୬ ଜଣଙ୍କର ମୃତ୍ୟୁ, ୧୫ ଆହତ

ଅଗରତାଲା: ବୁଧବାର ତ୍ରିପୁରାର ଉନାକୋଟି ଜିଲ୍ଲାରେ ବାହୁଡା ଯାତ୍ରା ବେଳେ ଅଘଟଣ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ରଥ ଟାଣୁଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ । ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ହଠାତ ରଥରେ ନିଆଁ ଲାଗିଯିବାରୁ ଅନ୍ୟୂନ ଛଅ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫ ଜଣ ଆହତ…

ଛତିଶଗଡ ସ୍ୱାସ୍ଥ୍ୟମନ୍ତ୍ରୀ ଟି. ଏସ୍. ସିଂହଦେଓଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କଲା କଂଗ୍ରେସ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ଭାଗରେ ଛତିଶଗଡ଼ ବିଧାନସଭା ନିର୍ବାଚନ ହେବ । ଏହା ପୂର୍ବରୁ ଛତିଶଗଡ କଂଗ୍ରେସକୁ ଆହୁରି ମଜବୁତ କରିବାକୁ ଯାଇ ଦଳରେ ଅସନ୍ତୁଷ୍ଚ ଥିବା ବା ମୁଖ୍ୟମନ୍ତ୍ରୀ ଆସନ ପାଇଁ ଆଶାୟୀ ଥିବା ସ୍ୱାସ୍ଥ୍ୟମନ୍ତ୍ରୀ ଟି. ଏସ୍. ସିଂହଦେଓଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି…

ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର୍ରର ନାମ ବିହୀନ ଚିଠିକୁ ନେଇ ବିଜେପି ଉପରେ ବର୍ଷିଲା କଂଗ୍ରେସ

ଭୁବନେଶ୍ୱର: ୨୬ ତାରିଖରେ କେନ୍ଦ୍ରର କେନ୍ଦ୍ର ସରକାର ବିଭାଗ ପକ୍ଷରୁ ଓଡ଼ିଶାର ମୂଖ୍ୟ ଶାସନ ସଚିବ ଙ୍କ ପାଖକୁ ଯେଉଁ ଚିଠି ଆସିଛି ତାହା ଏକ ଗୁରୁତ୍ଵହୀନ ଚିଠି ବୋଲି କଂଗ୍ରେସ କହିଛି। ଏମିତି ଚିଠି କେନ୍ଦ୍ର ସରକାରଙ୍କ ଅଫିସର କେମିତି ଲେଖି ପାରିଲେ ବୋଲି କଂଗ୍ରେସ ଆଶ୍ଚର୍ଯ୍ୟ ପ୍ରକଟ କରିଛି।…

ଜାତୀୟ ସ୍ତରରେ ଶ୍ରେଷ୍ଠ ବିବେଚିତ ପଞ୍ଚାୟତିରାଜ ସଂସ୍ଥାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଜାତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପୁଳ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଆଜି ଲୋକସେବା ଭବନର କନ୍‌ଭେସନ୍ ହଲ୍ ଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା…

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୫ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବାହୁଡା ଉପଲକ୍ଷେ ବଢ଼ି ଭୋରରୁ ମୁଖ୍ୟ ମନ୍ଦିରର ବେସମେଣ୍ଟସ୍ଥିତ ଶ୍ରୀ ଗୁଣ୍ଡିଚା…

ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର: ଓଡ଼ିଶାକୁ ୨୭୨୫ କୋଟି ଟଙ୍କାର ଆର୍ଥିକ ପ୍ରୋତ୍ସାହନ ଦେଲା କେନ୍ଦ୍ର

ଭୁବନେଶ୍ୱର: ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ଋଣ ନେବା ପାଇଁ ଅନୁମତି ଆକାରରେ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରି ରାଜ୍ୟମାନଙ୍କ ଦ୍ୱାରା ବିଦ୍ୟୁତ କ୍ଷେତ୍ରରେ ସଂସ୍କାରକୁ ପ୍ରୋତ୍ସାହନ ଦିଆଯାଉଛି । ବିଦ୍ୟୁତ କ୍ଷେତ୍ରରେ ଦକ୍ଷତା ଓ କାର୍ଯ୍ୟ ପ୍ରଦର୍ଶନକୁ ବଢ଼ାଇବା ଲାଗି…

ଖୁବଶୀଘ୍ର ଓଡ଼ିଶାକୁ ମିଳିବ ପ୍ରଥମ ବିମାନ ଚଳାଚଳ ପ୍ରଶିକ୍ଷଣ ଇନଷ୍ଟିଚ୍ୟୁଟ

ଭୁବନେଶ୍ୱର: ଓଡ଼ିଶାକୁ ପ୍ରଥମ ଥର ପାଇଁ ଆଭିଏସନ୍ ସିକ୍ୟୁରିଟି ବା ବିମାନ ଚଳାଚଳ ଟ୍ରେନିଂ ଇନଷ୍ଟିଚ୍ୟୁଟ୍ (ଏଏସଟିଆଇ) ମିଳିବ। ଏଥିରେ ପୁଲିସ କର୍ମଚାରୀଙ୍କ ସମେତ ବିମାନ ଚଳାଚଳ ଶିଳ୍ପରେ କାମ କରୁଥିବା କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ଢେଙ୍କାନାଳର ବିରାଶାଳ ଏୟାରଷ୍ଟ୍ରିପ ସ୍ଥିତ ସରକାରୀ…