କେନ୍ଦ୍ରର ଚିଠି ପରେ ଫାଇଭ ଟି ସଚିବଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକୁ ଶାଣିତ କଲା ବିଜେପି
ଭୁବନେଶ୍ୱର: ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗରେ ଓଡ଼ିଶାର ଜଣେ ଆଇଏଏସ୍ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଭାରତୀୟ ଜନତା ପାର୍ଟି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଚିବ ଥିବା ଏହି ଅଧିକାରୀ ନିଜ କ୍ଷମତାକୁ ଅତିକ୍ରମ କରି ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରୁଥିବା…