ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ:ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ସହକାରୀ ଶିକ୍ଷକ ଭବାନୀ ପ୍ରସାଦଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି । ଏଥିରେ ଭବାନୀ…