Prisoner Death: ଜେଲରେ ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର;ହତ୍ୟା ଅଭିଯୋଗ ଆଣିଲେ…
ପୁରୀ: ପୁରୀ ଜେଲ୍ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ପୁରୀର ରାମଚଣ୍ଡୀ ଥାନା ଅର୍ନ୍ତଗତ ବାଙ୍ଗର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ମୃତକ ଜଣକ ହେଉଛନ୍ତି ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡାର ଦିପ୍ତୀରଞ୍ଜନ ସ୍ୱାଇଁ ।…