Latest Odisha News

BREAKING NEWS

ଜାତୀୟ ମହିଳା ଫୁଟବଲ: ସତ୍ୟବତୀଙ୍କ ଚମତ୍କାର ପ୍ରଦର୍ଶନ, ସେମିରେ ପ୍ରବେଶ କଲା ଓଡିଶା

ଅମ୍ରିତସର: ଓଡିଶା ଏଠାରେ ଅନୁଷ୍ଠିତ ଜାତୀୟ ସିନିୟର ମହିଳା ଫୁଟବଲ ଚାମ୍ପିୟନଶିପର ସେମିଫାଇନାଲରେ ପ୍ରବେଶ କରିଛି । ଶନିବାର ଅନୁଷ୍ଠିତ ମୁକାବିଲାରେ ଓଡିଶା ୨-୦ ଗୋଲରେ ଚଣ୍ଡୀଗଡକୁ ପରାସ୍ତ କରିଥିଲା । ଏହି ମ୍ୟାଚରେ ସତ୍ୟବତୀ ଖଦିଆ(୨୭ତମ, ୮୭ତମ)ଙ୍କ ପ୍ରଦର୍ଶନ ପ୍ରଶଂସନୀୟ ରହିଥିଲା । ସେ…

ବିବାଦରେ ରାହୁଲଙ୍କ ବିବାହ ପ୍ରସଙ୍ଗ!

ଭୁବନେଶ୍ୱର: ବିରୋଧୀ ବୈଠକରେ ରାହୁଲଙ୍କ ବିବାହ ପ୍ରସଙ୍ଗକୁ ନେଇ ରାଜନୀତି ତୀଵ୍ର ହେବାରେ ଲାଗିଛି। ବିରୋଧୀଙ୍କ ବୈଠକ ପରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ବିବାହ ପାଇଁ କହିଥିଲେ। ପାଟନାରେ ବିରୋଧୀ ଦଳଗୁଡ଼ିକର ବୈଠକ ପରେ ଆୟୋଜିତ ସାମ୍ବାଦିକ…

କଂଗ୍ରେସର ନିର୍ବାଚନ ବାର୍ତ୍ତା, ଦଳକୁ ଆସିଲେ ମିଳିବ ପଦ ଆଉ ସମ୍ମାନ!

ଭୁବନେଶ୍ୱର: ଦେଶର ବିଭିନ୍ନ ରାଜ୍ୟ ବିଧାନସଭା ଓ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି କର୍ଣ୍ଣାଟକରେ କଂଗ୍ରେସ ବଡ଼ ଚାଲ ଖେଳିଥିବା ଆଲୋଚନା ହେଉଛି। ଅନ୍ୟ ପ୍ରମୁଖ ଦଳ ଦ୍ୱାରା ଅପଚରା ପ୍ରମୁଖ ନେତାଙ୍କୁ ସମ୍ମାନ ଦେବା ସହ ପ୍ରମୁଖ ପଦ ଦେଇ ଦେଶବ୍ୟାପି ଏକ ବାର୍ତ୍ତା ଦେବାକୁ ଦଳ ଉଦ୍ୟମ କରିଛି।…

ପ୍ୟାରିସ ଅଲିମ୍ପିକ୍ସ: ୪୦୦ ସହର ପରିକ୍ରମା କରିବ ମଶାଲ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସର ମଶାଲ ରିଲେ ସମ୍ପର୍କରେ ଶନିବାର ଆୟୋଜକ କମିଟି ପକ୍ଷରୁ ସମସ୍ତ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି । କଲଡ୍ରିନରେ ଅଗ୍ନି ସଂଯୋଗ ପୂର୍ବରୁ ମଶାଲ ରିଲେ ୬୮ ଦିନରେ ୪୦୦ ସହର ପରିକ୍ରମା କରିବ । ଆସନ୍ତା ବର୍ଷ ଏପ୍ରିଲ ୧୬ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ…

କଂଗ୍ରେସର କର୍ଣ୍ଣାଟକ ଫଣ୍ଡା ମଧ୍ୟପ୍ରଦେଶରେ ଆପଣାଉଛି ବିଜେପି!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ରାଜନୈତିକ ଲଢେଇ ଚରମ ସୀମାରେ ପହଞ୍ଚିଛି। କଂଗ୍ରେସ ମଧ୍ୟପ୍ରଦେଶରେ ସରକାର ଗଢିବା ପାଇଁ ସବୁ ପ୍ରକାର ଉଦ୍ୟମ ଜାରି ରଖିଛି। କର୍ଣ୍ଣାଟକ ଢାଞ୍ଚାରେ ରାଜ୍ୟରେ ମାହୋଲ ତିଆରି କରିବା ସହ ରାଜ୍ୟବାସୀଙ୍କୁ ୫ ଟି ଗ୍ୟାରେଣ୍ଟି ଦିଆଯାଇଛି। ଏଭଳି ସ୍ଥିତିରେ…

ମାଲକାନଗିରି ଜିଲ୍ଲାରେ ୨୧ଟି ରାସ୍ତା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୧୫୮ କୋଟି

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାରେ ସୁଦୃଢ଼ ହେବ ଯୋଗାଯୋଗ ଭିତ୍ତିଭୂମି । ଜିଲ୍ଲାରେ ୧୫୮ କୋଟି ଟଙ୍କା ବ୍ୟୟରେ ୨୧ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମ୍ୟ ଉନ୍ନୟନ ବିଭାଗ ମାଧ୍ୟମରେ ମାଲକାନଗିରି ଜିଲ୍ଲାରେ ୨୧ଟି ପ୍ରକଳ୍ପରେ ୧୭୨.୫୩…

ରିଲିଜ ପାଇଁ ଦି କେରଳ ଷ୍ଟୋରୀକୁ ମିଳୁନି ଓଟିଟି ପ୍ଲାଟଫର୍ମ

ମୁମ୍ବାଇ: ସୁଦୀପ୍ତୋ ସେନ ନିର୍ଦ୍ଦେଶିତ ଦି କେରଳ ଷ୍ଟୋରୀ ବକ୍ସ ଅଫିସରେ ବ୍ଲକବଷ୍ଟର ସାବ୍ୟସ୍ତ ହୋଇଛି । ଅଦା ଶର୍ମାଙ୍କ ଅଭିନୟ ଏବଂ ଫିଲ୍ମର କାହାଣୀ ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିଲା । ଥିଏଟରରେ ଝଡ ସୃଷ୍ଟି କରିବା ପରେ ଏହି ଫିଲ୍ମ ଓଟିଟିରେ ରିଲିଜ କରିବା ପାଇଁ ମେକର୍ସଙ୍କ ପକ୍ଷରୁ ଉଦ୍ୟମ…

ରେଡ ୨ରେ ପୁନର୍ବରେ ଏକତ୍ର ହେବେ ଅଜୟ ଓ ରାଜକୁମାର

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅଜୟ ଦେବଗାନ ଓ ନିର୍ଦ୍ଦେଶକ ରାଜକୁମାର ଗୁପ୍ତା ରେଡ ୨ ଉପରେ କାମ ଆରମ୍ଭ କରି ଦେଇଛନ୍ତି । ଦୃଶ୍ୟମ ସିକ୍ୱେଲର ସଫଳତା ପରେ ଅଜୟ ଏହି ଫିଲ୍ମ ନେଇ ଆଗ୍ରହ ପ୍ରକାଶ କରିଥିଲେ । ଏହା ବାସ୍ତବିକ ଜୀବନର ଘଟଣା ଉପରେ ଆଧାରିତ ହେବ । ପ୍ରସ୍ତୁତ ସ୍କ୍ରିପ୍ଟ ନେଇ ମଧ୍ୟ…

ପ୍ରଥମ ଟେଷ୍ଟ ପୂର୍ବରୁ କିଙ୍ଗଷ୍ଟନ ଓଭାଲରେ ଅଭ୍ୟାସ କରିବ ଟିମ ଇଣ୍ଡିଆ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ୱେଷ୍ଟଇଣ୍ଡିଜ ଗସ୍ତ ନେଇ ତାଜା ତଥ୍ୟ ସମ୍ମୁଖକୁ ଆସିଛି । ରିପୋର୍ଟ ମୁତାବକ ଡୋମିନିକାରେ ହେବାକୁ ଥିବା ପ୍ରଥମ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆ କିଙ୍ଗଷ୍ଟନ ଓଭାଲରେ ସପ୍ତାହ ବ୍ୟାପୀ ଅଭ୍ୟାସ କରିବେ । ଭାରତ ଏହି ଗସ୍ତରେ ୩ଯାକ ଫର୍ମାଟରେ ସିରିଜ ଖେଳିବ ।…

ଫରେଷ୍ଟରଙ୍କୁ ଗୁଳି ଘଟଣା, ୧୦ ଜଣଙ୍କୁ ଗିରଫ କଲା ମୟୂରଭଞ୍ଜ ପୋଲିସ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ବେଆଇନ୍ ଭାବେ ଶିକାର ବେଳେ ଗୁଳିମାଡ଼ରେ ଫରେଷ୍ଟରଙ୍କ ମୃତ୍ୟୁ ମାମଲାରେ ପୋଲିସକୁ ସଫଳତା ମିଳିଛି । ଆଜି ମାମଲାରେ ମୟୂରଭଞ୍ଜ ପୋଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଅସ୍ତ୍ରଶସ୍ତ୍ର ଜବତ କରିଛି । ପୋଲିସର ସୂଚନା ଅନୁସାରେ, ଗିରଫ ସମସ୍ତ ଅଭିଯୁକ୍ତ…