ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ
ଭୁବନେଶ୍ୱର: ୨୭ ବର୍ଷ ପରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସ୍ୱତନ୍ତ୍ର କୋର୍ଟ । ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୯୯୫ରେ ଭୁବନେଶ୍ୱର ବାସଭବନରୁ ପତ୍ନୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଏହି ମାମଲାରେ ପୂର୍ବତନ ଗୁଣପୁର…