ଟି୨୦ ଇତିହାସର ଦ୍ୱିତୀୟ ସର୍ବବୃହତ ରନ ଚେଜ କଲା ମିଡିଲସେକ୍ସ
ଲଣ୍ଡନ: ଇଂଲଣ୍ଡର ଏକ ଘରୋଇ ଟି୨୦ ଟୁର୍ଣ୍ଣାମେଂଟରେ ମିଡିଲସେକ୍ସ ଟିମ ୧୯.୨ ଓଭରରେ ୩ ୱିକେଟ ହରାଇ ୨୫୩ ରନର ଟାର୍ଗେଟ ଚେଜ କରିଛି । ଟି୨୦ ଇତିହାସର ଏହା ଦ୍ୱିତୀୟ ସର୍ବବୃହତ ରନଚେଜ । ଟି୨୦ ବ୍ଲାଷ୍ଟରେ ପ୍ରଥମେ ବ୍ୟାଟିଂ କରି ସରେ ୨୦ ଓଭରରେ ୭ ୱିକେଟ ହରାଇ ୨୫୨ ରନ କରିଥିଲା । ବିଲ ଜ୍ୟାକ୍ସ…