Road Accident: ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ୍ , ୧୦ରୁ ଅଧିକ ଗୁରୁତର
ବୌଦ୍ଧ: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଭୈରବୀ ମନ୍ଦିର ନିକଟରେ ଭୟଙ୍କର ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ୍ । ଏଥିରେ ୧୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତର ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ…